କାଳବୈଶାଖୀ ସମ୍ଭାବନା: ୧୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ବର୍ଷା କମିବା ପରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଗୁଳୁଗୁଳି ଆରମ୍ଭ ହୋଇଯାଇଛି । ଗଲା ୨-୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ସୋମବାର ରାଜ୍ୟର ୬ ଟି ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ଅନ୍ୟପଟେ ତାପମାତ୍ରା ସାଙ୍ଗକୁ ବାୟୁର ଆର୍ଦ୍ରତା ମଧ୍ୟ ଅଧିକ ରହୁଛି । ଏହାର ପ୍ରଭାବରେ ଆସନ୍ତାକାଲି ଅର୍ଥାତ ବୁଧବାର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ … Continue reading କାଳବୈଶାଖୀ ସମ୍ଭାବନା: ୧୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ