ମାର୍ଚ୍ଚ ଆରମ୍ଭରୁ ଓଡ଼ିଶାରେ ଉପରମୁହାଁ ପାରଦ

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ଓଡ଼ିଶାରେ ଉପରମୁହାଁ ହେଲା ପାରଦ। ଆଗାମୀ ୪ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ତାତି ଅସମ୍ଭାଳ ହେବ। ବିଶେଷ କରି ଚଳିତ ସପ୍ତାହରେ ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ। ରାଜଧାନୀ ଭୁବନେଶ୍ବର ସମେତ ଅନୁଗୁଳ, ସୋନୁପୁର, ବୌଦ୍ଧ, ଟିଟିଲାଗଡ, ବଲାଙ୍ଗୀର, ସମ୍ବଲପୁର, ତାଳଚେର, ଚାନ୍ଦବାଲି, ମାଲକାନଗିରିରେ ତାପମାତ୍ରା ୩୮ ରୁ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଛୁଇଁପାରେ। ଏଥିପାଇଁ … Continue reading ମାର୍ଚ୍ଚ ଆରମ୍ଭରୁ ଓଡ଼ିଶାରେ ଉପରମୁହାଁ ପାରଦ