32.1 C
Bhubaneswar
Sunday, April 28, 2024
Homeଓଡିଶାତାତିରୁ ମିଳିବ ତ୍ରାହି, ଘଡଘଡି ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ତାତିରୁ ମିଳିବ ତ୍ରାହି, ଘଡଘଡି ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆହୁରି ୪ ଦିନ ତୁହାକୁ ତୁହା ଭିଜିବ ଓଡ଼ିଶା । ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ୧୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମରଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking