37.1 C
Bhubaneswar
Saturday, May 18, 2024
Homeଓଡିଶାଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିିକ ହେଲା- ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ , ଅନୁଗୁଳ ଓ ଦେବଗଡ଼। ଏହିସବୁ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବିସ୍ତୃତ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking