ଆଜିଠୁ ୧୯ ଯାଏଁ ଭିଜିବ ସାରା ଓଡ଼ିଶା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ଆଜିଠୁ ୧୯ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ପାଇଁ ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି … Continue reading ଆଜିଠୁ ୧୯ ଯାଏଁ ଭିଜିବ ସାରା ଓଡ଼ିଶା
Copy and paste this URL into your WordPress site to embed
Copy and paste this code into your site to embed