ଉତ୍ତର-ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ଆଜି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ନେଇ … Continue reading ଉତ୍ତର-ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
Copy and paste this URL into your WordPress site to embed
Copy and paste this code into your site to embed