ସାରା ରାଜ୍ୟରେ ଉପରମୁହାଁ ପାରଦ

ଭୁବନେଶ୍ବର: ତାତି କରିବ ଅସ୍ତବ୍ୟସ୍ତ । ଲଗାଣ ବର୍ଷା ପରେ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିଛି । ସ୍ବାଭାବିକଠାରୁ ୩ ରୁ ୫ ଡିଗ୍ରୀ ତାତି ବଢିଥିବା ବେଳେ ଆଗାମୀ ଦିନରେ ଆହୁରି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ । ଅଧିକାଂଶ ସହରର ତାପମାତ୍ରା ୪୦ ଛୁଇଁବା ସମ୍ଭାବନା ରହିଛି । ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ … Continue reading ସାରା ରାଜ୍ୟରେ ଉପରମୁହାଁ ପାରଦ