33.1 C
Bhubaneswar
Tuesday, May 21, 2024
Homeଓଡିଶାଭୀଷଣ ହେଉଛି ଗ୍ରୀଷ୍ଣକୋପ: ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୀଷଣ ହେଉଛି ଗ୍ରୀଷ୍ଣକୋପ: ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ଆକାଶରୁ ହେଉଛି ଅଗ୍ନିବର୍ଷା। ଗୁରୁବାର ଯାଏଁ ସିଭିୟର ହିଟ୍ ଓ୍ବେଭ୍ ପାଇଁ ରାଜ୍ୟର କିଛି ସ୍ଥାନକୁ ରେଡ୍ ଆଲର୍ଟ ଜାରି ହୋଇଛି। ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ସେସବୁ ଜିଲ୍ଲା ଗୁଡିକ ହେଉଛି ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ , ବାଲେଶ୍ଵର ଏବଂ କେନ୍ଦୁଝର ଜିଲ୍ଲା। ସେହିଭଳି ହିଟ୍ ଓ୍ବେଭ୍ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏପଟେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ଏପ୍ରିଲର ତାତି। ଗତକାଲି ୧୫ ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରହିଥିଲା। ତାପମାତ୍ରାରେ ସର୍ବକାଳୀନ ରେକର୍ଡ କରିଥିଲା ବାରିପଦା ସହର। ୪୬. ୪ ଡିଗ୍ରୀ ପାରଦ ରେକର୍ଡ ହୋଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking