ବଙ୍ଗୋପସାଗରପରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ତତ୍‌ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ କ୍ଷେତ୍ର ଆଜି ପ୍ରତ୍ୟୁଷ ୫.୩୦ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପାଲଟିଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତିଶୀଳ ହେବା ସହିତ ତୀବ୍ରତର ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ନଭେମ୍ବର ୩୦ ତାରିଖ ବେଳକୁ ଲଘୁଚାପ ପାଲଟିବାର ସମ୍ଭାବନା ଅଛି। ତା’ପରେ ଏହି ଲଘୁଚାପ … Continue reading ବଙ୍ଗୋପସାଗରପରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର