21.1 C
Bhubaneswar
Tuesday, December 9, 2025
Homeଓଡିଶାସମସ୍ତଙ୍କ ପାଇଁ ପଶ୍ଚିମବଙ୍ଗ ଏବେ ଅସୁରକ୍ଷିତ: ପ୍ରତାପ ଷଡଙ୍ଗୀ

ସମସ୍ତଙ୍କ ପାଇଁ ପଶ୍ଚିମବଙ୍ଗ ଏବେ ଅସୁରକ୍ଷିତ: ପ୍ରତାପ ଷଡଙ୍ଗୀ

ବାଲେଶ୍ୱର: ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା । ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ୩ ଜଣଙ୍କୁ ଗିରଫ କରିଥିବା କହୁଛନ୍ତି, ମୁଖ୍ୟ ଅଭିଯୁକ୍ତ କେବେ ଗିରଫ ହେବ ବୋଲି ପ୍ରଶ୍ନ କରିଛନ୍ତି । କହିଲେ ଏନେଇ ଆଜି ସିଏମ୍ ଓ ସ୍ଥାନୀୟ ଏସ୍‌ପିଙ୍କ ସହ ଆଲୋଚନା କରିବି । ପଶ୍ଚିମବଙ୍ଗ ଗସ୍ତରେ ଯାଇ ପୀଡିତାଙ୍କୁ ଭେଟିବି । ପଶ୍ଚିମବଙ୍ଗ ଅସାମାଜିକ ଓ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ହୋଇଯାଇଛି । କେବଳ ମହିଳା ନୁହେଁ ସମସ୍ତଙ୍କ ପାଇଁ ପଶ୍ଚିମବଙ୍ଗ ଏବେ ଅସୁରକ୍ଷିତ ।

ଦୁର୍ଗାପୁର ଯିବ ମହିଳା କମିଶନ ଟିମ୍‌

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking