38.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗକୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHOର ପ୍ରଶଂସା

କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHOର ପ୍ରଶଂସା

ନୂଆଦିଲ୍ଲୀ : କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHO ପ୍ରଶଂସା କରିଛି । କୋଭିଡ ମୁକାବିଲାରେ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରାଯାଇଛି। ଏହାସହ GPକୁ ସ୍ବତନ୍ତ୍ର କ୍ଷମତା ଓ ଟେଷ୍ଟିଂ କ୍ଷମତା ବୃଦ୍ଧି ନେଇ ପ୍ରଶଂସା କରାଯାଇଛି । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ଜାରି ରହିଛି । ହେଲେ କୋଭିଡ ମୁକାବିଲା ନେଇ ରାଜ୍ୟ ସରକାର ଯେଉଁ ସବୁ ପଦକ୍ଷେପମାନ ନେଇଛନ୍ତି ତାହା ବାସ୍ତବରେ ପ୍ରଂଶସନୀୟ । ସବୁଠି ଓଡିଶା ଏବେ ପ୍ରଂଶସାର ପାତ୍ର ମଧ୍ୟ ହୋଇପାରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking