30.1 C
Bhubaneswar
Monday, May 20, 2024
Homeଓଡିଶାସ୍ୱାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ପତ୍ତାକା ଉତ୍ତୋଳନ କରିବେ....

ସ୍ୱାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ପତ୍ତାକା ଉତ୍ତୋଳନ କରିବେ….

ଭୁବନେଶ୍ୱର: ଆଉ ୪ ଦିନ ପରେ ସମଗ୍ର ଦେଶ ସମେତ ଓଡ଼ିଶାର ଗାଁରୁ ସହର ଯାଏଁ ୭୭ତମ ସ୍ୱାଧୀନତା ଦିବସ ପାଳନ କରାଯିବ । ଏହି ଜାତୀୟ ଉତ୍ସବ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରସ୍ତୁତି ଜାରି ରହିଛି । ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ କିଏ ପତାକା ଉତ୍ତୋଳନ କରିବେ ସେନେଇ ସୂଚନା ପ୍ରଦାନ କରିଛନ୍ତି ।
୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ମହାତ୍ମାଗାନ୍ଧୀମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବେ ।
୨) କନ୍ଧମାଳ ଜିଲ୍ଲା ମୁଖ୍ୟାଳୟ ଫୁଲବାଣୀରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା
୩) ପୁରୀରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାରୀ
୪)କୋରାପୁଟରେ କୃଷି ଓ ମତ୍ସ୍ୟ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
୫) ଗଂଜାମର ମୁଖ୍ୟାଳୟ ଛତ୍ରପୁରରେ ଜଙ୍ଗଲ
୬) ପରିବେଶ ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦିପ ଅମାତ
୭) ବରଗଡ଼ରେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ
୮) ସମ୍ବଲପୁରରେ ନଗରଉନ୍ନୟନ ମନ୍ତ୍ରୀ ଉଷା ଦେବୀ
୯) କେନ୍ଦୁଝରରେ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
୧୦) ଅନୁଗୁଳରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ
୧୧) ରାୟଗଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଜାତୀୟ ପତାକା ଉତ୍ତୋଳନ କରିବେ
୧୨) ଜଗତସିଂହପୁରରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ
୧୩) ବଲାଙ୍ଗୀରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା
୧୪) ସୁନ୍ଦରଗଡ଼ରେ ଯୋଜନା ଓ ସମନ୍ୱୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ
୧୫) କଟକରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
୧୬)ବାଲେଶ୍ୱରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି
୧୭)ଝାରସୁଗୁଡ଼ାରେ ଶ୍ରମମନ୍ତ୍ରୀ ସାରଦା ନାୟକ
୧୮) ମୟୁରଭଂଜରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର
୧୯) କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ ମନ୍ତ୍ରୀ ପ୍ରୀତିରଂଜନ ଘଡେଇ,
୨୦) ମାଲକାନଗିରିରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା
୨୧) ସୋନପୁରରେ ହସ୍ତତନ୍ତ ମନ୍ତ୍ରୀ ରିତା ସାହୁ
୨୨) ଢେଙ୍କାନାଳରେ ମିସନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ
୨୩) ବ୍ରହ୍ମପୁରରେ ଦକ୍ଷିଣାଂଚଳ ରାଜସ୍ୱ କମିସନର
୨୪) ରାଉରକେଲାରେ ଉତ୍ତରାଂଚଳ ରାଜସ୍ୱ କମିସନର
ଭଦ୍ରକ, ବେଦ୍ଧ, ଦେବଗଡ଼, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଂଗପୁର ଓ ନୟାଗଡ଼ରେ ସ୍ଥାନୀୟ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking