କାହିଁକି ହୋଇଥାଏ ଅଂଶୁଘାତ, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ …..

ନୂଆଦିଲ୍ଲୀ : ଅଂଶୁଘାତ ଏକ ଉତ୍ତାପ ଜନିତ ବେମାରୀ  ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ  ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ … Continue reading କାହିଁକି ହୋଇଥାଏ ଅଂଶୁଘାତ, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ …..