ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର : ଉତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଯୋଗୁଁ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ଆରବସାଗର ଏବଂ ବଙ୍ଗୋପ ସାଗର ଆଡୁ ଅନୁକୂଳ ମୌସୁମୀ ପ୍ରବାହ ଯୋଗୁଁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ … Continue reading ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି