27.1 C
Bhubaneswar
Saturday, July 27, 2024
Homeଓଡିଶାଆଗକୁ ବଢ଼ିବ ଶୀତ

ଆଗକୁ ବଢ଼ିବ ଶୀତ

ଭୁବନେଶ୍ୱର: ଆଗକୁ ବଢ଼ିପାରେ ଶୀତ । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ।

କୋହଲା ପାଗ ପ୍ରଭାବ କମିବା ପରେ ବାଦଲ ହଟିବା ସହ ରାତି ତାପମାତ୍ରା ଆଗାମୀ ଦିନେ ଦୁଇ ଦିନ ଭିତରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଅର୍ଥାତ୍‌ ରାତି ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଫେରିବାର ସମ୍ଭାବନା ରହିଛି ।

ପାରଦ ଖସିବା ପରେ ରାତି ତାପମାତ୍ରା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking