33.1 C
Bhubaneswar
Thursday, April 25, 2024
Homeଓଡିଶା୨୬ରୁ ପୁଣି ବଢିବ ଶୀତ

୨୬ରୁ ପୁଣି ବଢିବ ଶୀତ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ବଢିବ ଶୀତ । ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା ଖସିବ । ୨୬ ତାରିଖ ଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking