କୋରାପୁଟ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ପୁଲିସ କର୍ମଚାରୀ। ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ମହିଳା ଏଏସ୍ଆଇ ଦୀପିକା ହୀରା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ଏହି ଲାଞ୍ଚ କାରବାରରେ ଥାନାର ଆଉ କେହି କର୍ମଚାରୀ ସଂପୃକ୍ତ ଅଛନ୍ତି ନା ନାହିଁ, ସେ ନେଇ ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ ।
ଅଧିକ ସୁନ୍ଦର ଦେଖାଯିବା କାଳ ହେଲା, ଗୋରା ରଙ୍ଗ ଯୋଗୁଁ ମିିଳିଲାନି ଚାକିରି