32.1 C
Bhubaneswar
Tuesday, April 23, 2024
Homeଓଡିଶାଅଗ୍ନିକାଣ୍ଡରେ ମହିଳା ଜୀବନ୍ତ ଦଗ୍ଧ

ଅଗ୍ନିକାଣ୍ଡରେ ମହିଳା ଜୀବନ୍ତ ଦଗ୍ଧ

ଚୌଦ୍ୱାର : କଟକ ଜିଲ୍ଲା ଟାଙ୍ଗୀ ବ୍ଳକ୍ କରଞ୍ଜି ପଞ୍ଚାୟତ ହରିଡ଼ାପାଳ ଗାଁ’ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଘରୁ ବାହାରି ନପାରି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି । ଗାଁ’ରେ ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା ଜାରି ରଖିଛି ।

ଭବିଷ୍ୟତରେ ଏହି ସବୁ ଦେଶରେ ହିଟ୍ ୱେଭ୍ ନେଇପାରେ ଅନେକ ଜୀବନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking