ବିଦ୍ୟୁତ୍ ଆଘାତରେ ମହିଳା ମୃତ, ୪ ଆହତ

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଆସି ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେମାନଙ୍କୁ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତନ୍ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କାଟପନ୍ନ ଥିବାରୁ ତାଙ୍କୁ ଜଗତସିଂହପୁର ମେଡିକାଲକୁ ପଠାଇ ଦିଆଯାଇଛି । ପ୍ରକାଶ ଯେ କୁଜଙ୍ଗ ବ୍ଲକ ଅଧିନ ଗୋପିଆକୁଦ … Continue reading ବିଦ୍ୟୁତ୍ ଆଘାତରେ ମହିଳା ମୃତ, ୪ ଆହତ