21.1 C
Bhubaneswar
Monday, December 8, 2025
Homeଓଡିଶାସ୍ୱାମୀର କାଠ ଫାଳିଆ ମାଡରେ ସ୍ତ୍ରୀ ମୃତ

ସ୍ୱାମୀର କାଠ ଫାଳିଆ ମାଡରେ ସ୍ତ୍ରୀ ମୃତ

ସୁନ୍ଦରଗଡ: ସ୍ୱାମୀର କାଠ ଫାଳିଆ ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଛି । ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା  ଡେଙ୍ଗୁଳା ପୋଷ୍ଟ ଅଫିସ ସାହିରେ ହତ୍ୟା କାଣ୍ଡ ଘଟିଛି । ଘରୋଇ କଳହକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟିପିଟି ମାରିଲା ସ୍ୱାମୀ ।ଏନେଇ ପରିବାର ଲୋକେ  ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇ ପୋଲିସ ଘଟମାସ୍ଥଳରେ ପହଞ୍ଚି  ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖି  ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking