ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳା ମୃତ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଜୁରାବନ୍ଧ ପଞ୍ଚାୟତ ତାଳଚକେଲ ଗାଁର ଜଣେ ମହିଳା ଆଜି ଘରେ କାମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ବାଲମତି କରୁଆଁ ଗାଁର ବୋଲି ଜଣାପଡିଛି। ତୁରନ୍ତ କଣ୍ଟାବାଞ୍ଜି ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ଏବଂ ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୂଚନା ମୁତାବକ, ଘରେ କାମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳା ମୃତ। ମୃତକ ବାଲମତି କରୁଆଁ ଗାଁରବୋଲି … Continue reading ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳା ମୃତ