29.1 C
Bhubaneswar
Saturday, September 19, 2026
Homeଓଡିଶାସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଞ୍ଜାମ: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା (୪୮)। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ଫଳରେ ଚିକିତ୍ସା ଲାଗି ପ୍ରଥମେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ସେଠାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇ ଚିକିତ୍ସିତ କରାଯିବାବେଳେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ବ୍ରହ୍ମପୁର ବିଏନ୍‌ପୁର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇ ପୁରୁଷୋତ୍ତମପୁର ପୋଲିସକୁ ଜଣାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking