ମାଲକାନଗିରି : ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ବୁଡି ମହିଳାଙ୍କ ମୃତ୍ୟୁ ହୋଇଛି । ପଣସପୁଟ ପଞ୍ଚାୟତ ଡମଗଡ ଗାଁର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ମହିଳା । ମୃତଦେହ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ପୁଲିସ । ୁପରିବେଶ ଶୋକାକୁଳ ଦେଖାଦେଇଛି ।