16.1 C
Bhubaneswar
Sunday, December 21, 2025
Homeଓଡିଶାବାରିପଦାରେ ମହିଳାଙ୍କୁ ଗଣଦୁଷ୍କର୍ମ

ବାରିପଦାରେ ମହିଳାଙ୍କୁ ଗଣଦୁଷ୍କର୍ମ

ବାରିପଦା: ବହୁଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମର ମାମଲାର ତଦନ୍ତ ଚାଲିଥିବା ବେଳେ ବାରିପଦାରୁ ଆଉ ଏକ ଗଣଦୁଷ୍କର୍ମର ଖବର ସାମ୍ନାକୁ ଆସିଛି । ମୟୁରଭଞ୍ଜ ଜିଲ୍ଲାର ବାରିପଦାରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ସ୍ୱାମୀ ଘରେ ନଥିବା ବେଳେ ୪ ଯୁବକ ଘରେ ପଶିଥିବା ଅଭିଯୋଗ ହୋଇଛି । ପୀଡିତା ଗୁରୁତର ଅବସ୍ଥାରେ ବାରିପଦା ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking