ଭୁବନେଶ୍ୱର: ସ୍ତ୍ରୀକୁ ବାଡିରେ ପିଟି ମାରିଦେଲା ସ୍ୱାମୀ । ବଡବିଲ ଗାଡା ହଟିଂ ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ମଦ ପିଇବାକୁ ଟଙ୍କା ନଦେବାରୁ ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ପୁଲିସ । ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ପୁଲିସ । ପରିସ୍ଥିତି ଶୋକାକୁଳ ଦେଖାଦେଇଛି । ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି ।