41.1 C
Bhubaneswar
Sunday, April 28, 2024
Homeଓଡିଶାବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

ଢେଙ୍କାନାଳ : ବଜ୍ରାପାତରେ ମହିଳାଙ୍କ ମୃତ୍ୟୁ। ମୃତ ମହିଳା ହେଲେ କାମାକ୍ଷାନଗର ଥାନା ରାଏବୋଲ ପଞ୍ଚାୟତ ହାଡଗରି ଗ୍ରାମର ପାର୍ବତି ପଧାନ।ପାର୍ବତି ଆଜି ସକାଳୁ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଶାଳପତ୍ର ତୋଳିବାକୁ ଯାଇଥିବା ବେଳେ ବର୍ଷା ସାଙ୍ଗକୁ ବଜ୍ରାପାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଗୁରତର ଅବସ୍ଥାରେ ଅଚେତ ହୋଇ ପଡି ରହିଥିଲେ। ପରିବାର ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking