ରାୟଗଡା: ସ୍କୁଲ ବସ ଧକ୍କାରେ ମହିଳା ମୃତ । ଏନଏଚ ୩୨୬ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ବସ ସହ ଡ୍ରାଇଭରକୁ ଅଟକ ରଖିଛି । ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ମୃତକଙ୍କ ପରିବାର ଲୋକଙ୍କ ମନରେ ଏନେଇ ଶୋକର ଛାୟା ଖେଳିଯାଇଛି ।