24.1 C
Bhubaneswar
Tuesday, February 10, 2026
Homeଦେଶ ବିଦେଶୟୁଟ୍ୟୁବ ଦେଖି କଲେ ଅପରେସନ୍‌: ଚାଲିଗଲା ମହିଳାଙ୍କ ଜୀବନ

ୟୁଟ୍ୟୁବ ଦେଖି କଲେ ଅପରେସନ୍‌: ଚାଲିଗଲା ମହିଳାଙ୍କ ଜୀବନ

ଉତ୍ତର ପ୍ରଦେଶ: ୟୁଟ୍ୟୁବ ଦେଖି କଲେ ଅପରେସନ୍‌। ଚାଲିଗଲା ମହିଳାଙ୍କ ଜୀବନ। ଉତ୍ତର ପ୍ରଦେଶର ବାରବାଙ୍କି ଜିଲ୍ଲାରେ ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜିଲ୍ଲାର କୋଠି ସହରରେ କିଡନୀ ଷ୍ଟୋନ ଅସ୍ତ୍ରୋପଚାର ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଏକ ବେଆଇନ କ୍ଲିନିକ୍ ଚଳାଉଥିବା ଜଣେ ମାମୁ ଏବଂ ଭଣଜା ଏକ ୟୁଟ୍ୟୁବ୍ ଭିଡିଓ ଦେଖିବା ପରେ ମହିଳାଙ୍କ କିଡନୀ ଷ୍ଟୋନ ଅସ୍ତ୍ରୋପଚାର କରିଥିଲେ। ଅସ୍ତ୍ରୋପଚାର ପରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଘଟଣା ବିଷୟରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଖୋଜିବା ସହ ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking