26.9 C
Bhubaneswar
Wednesday, April 8, 2026
Homeଓଡିଶାଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ପାଲଲହଡ଼ା: ଅନୁଗୁଳ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲରୁ ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାଲଲହଡ଼ା ଥାନା ଶିକର ପଞ୍ଚାୟତ ମାହାଳାପଶି ଗାଁ ନିକଟରେ ଥିବା ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ମହିଳା ଜଣକ ହେଲେ ଧରଣୀଧର ନାୟକଙ୍କ ପତ୍ନୀ ଗୁରୁବାରୀ ନାୟକ(୫୨)। ମୁଖ୍ୟ ରାସ୍ତାଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ଏକ ଆମ୍ବ ଗଛରେ ଗୁରୁବାରୀଙ୍କ ମୃତଦେହ ଝୁଲୁଥିବାର ସକାଳେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ସେମାନେ ମୃତଦେହକୁ ଚିହ୍ନଟ କରିବା ପରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking