24.1 C
Bhubaneswar
Tuesday, December 23, 2025
Homeଓଡିଶାମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଉମରକୋଟ: ଦାସପୁର ନିକଟ ରାସ୍ତା କଡରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକଙ୍କ ଦ୍ୱାରା ଖବର ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ । ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଶବ ଜବତ କରିଛି ରାଇଘର ପୋଲିସ । ଶବ ଜବତ କରି ପୋଷ୍ଟମର୍ଟମ ପାଇଁ ହସ୍ପିଟାଲକୁ ପଠାଇଛି ପୋଲିସ । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ମୃତ ମହିଳାଙ୍କ ପରିଚୟ ଖୋଜିବା ପାଇଁ ଅଭିଯାନ ଆରମ୍ଭ କରିଛି ପୋଲିସ । ତେବେ କେଉଁ ପରିସ୍ଥିତିରେ ମହିଳାଙ୍କ ମୃତ୍ୟୁ ଘଟିଛି ସେନେଇ ତଦନ୍ତ କରୁଛିି ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking