25.1 C
Bhubaneswar
Thursday, February 5, 2026
Homeଓଡିଶାଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପୁରୀ: ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୁରୀଜିଲ୍ଲା  ବ୍ରହ୍ମଗିରି ଥାନା ଅନ୍ତର୍ଗତ ମଣପଡ଼ା ପଞ୍ଚାୟତ ମଢପଦା ଗାଁରେ ପାରିବାରିକ କଳହକୁ ନେଇ ରଞ୍ଜନ ମୁଦୁଲିଙ୍କ ପତ୍ନୀ ହେମଲତା ମୁଦୁଲି ଘର ଭିତରେ ଝୁଲୁଥିବାର ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସ୍ୱାମୀଙ୍କୁ ଅଟକ ରଖିବା ସହ ଅଧିକ ତଦନ୍ତ ଚଳାଇଛି। ବିବାହିତ ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ମଣପଡ଼ା ପଞ୍ଚାୟତ ମଢପଦା ଗାଁରେ ପାରିବାରିକ କଳହକୁ ନେଇ ରଞ୍ଜନ ମୁଦୁଲିଙ୍କ ପତ୍ନୀ ହେମଲତା ମୁଦୁଲି ଘର ଭିତରେ ଝୁଲୁଥିବାର ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସ୍ୱାମୀଙ୍କୁ ଅଟକ ରଖିବା ସହ ଅଧିକ ତଦନ୍ତ ଚଳାଇଛି। ମହିଳାଙ୍କ ଆତ୍ମହତ୍ୟାର କାରଣ ଏଯାଏ ଜଣାପଡ଼ିନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking