20.1 C
Bhubaneswar
Saturday, December 6, 2025
Homeଓଡିଶାପୁରୀରେ ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ: ମୁଖ୍ୟମନ୍ତ୍ରୀ

ପୁରୀରେ ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ: ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ  ସହରରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ । ଏନେଇ ପ୍ରେସମିଟରେ ସୂଚନା ଦେଲେ  ମୁଖ୍ୟମ୍‌ତ୍ରୀ ମୋହନ ମାଝୀ । ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଲାଇବ୍ରେରୀ ହେବ । ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ କେନ୍ଦ୍ର ରହିବ । ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ହେବ ।  ମୁକ୍ତାକାଶ ରଙ୍ଗମଞ୍ଚରେ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାଯ୍ୟକ୍ରମ ପରିବେଷଣ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking