ବିଶ୍ବକପ୍ ସେମିଫାଇନାଲ : ନ୍ୟୁଜିଲାଣ୍ଡ ଆଗରେ ୩୯୮ ରନର ବିଜୟ ଲକ୍ଷ୍ୟ ରହିଲା ଭାରତ

ମୁମ୍ବାଇ : ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଖେଳାଯାଉଥିବା ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଆଗରେ ୩୯୮ ରନର  ବିଶାଳ ବିଜୟ ଲକ୍ଷ୍ୟ ରଖିଛି ଭାରତ । ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ … Continue reading ବିଶ୍ବକପ୍ ସେମିଫାଇନାଲ : ନ୍ୟୁଜିଲାଣ୍ଡ ଆଗରେ ୩୯୮ ରନର ବିଜୟ ଲକ୍ଷ୍ୟ ରହିଲା ଭାରତ