ଯାଜପୁର: ଭୁଲ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା ଘଟିଛି । କାଲି ଅସୁସ୍ଥ ହେବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ ଯୁବକ । ଆଜି ଯୁବକଙ୍କ ମୃତ୍ୟୁ ହେବାରୁ ମେଡିକାଲରେ ଉତ୍ତେଜନା ଦେଖାଦେଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଲିସ ବୁଝାସୁଝା କରିଛି ।










