ପ୍ରାର୍ଥୀପତ୍ର ଦାଖଲ କଲେ ଯଶୱନ୍ତ ସିହ୍ନା

ନୂଆଦିଲ୍ଲୀ : ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ଯଶୱ୍ୱନ୍ତ ସିହ୍ନା । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ । ଏହି ସମୟରେ ରାହୁଲ ଗାନ୍ଧୀ, ଶରଦ ପାୱାର ,ମଲ୍ଲିକାର୍ଜୁନ ଖାରଗେ, ଅଖିଳେଶ ଯାଦବ , ସୀତାରମ ୟେଚୁରୀ ଉପସ୍ଥିତ ଥିଲେ । ସେପଟେ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଜୁଲାଇ ୧୮ ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ … Continue reading ପ୍ରାର୍ଥୀପତ୍ର ଦାଖଲ କଲେ ଯଶୱନ୍ତ ସିହ୍ନା