27.8 C
Bhubaneswar
Thursday, April 18, 2024
Homeଓଡିଶାଯତୀନ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି

ଯତୀନ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ଭାବରେ ଯତୀନ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି । ରଶ୍ମିରଂଜନ ମହାପାତ୍ରଙ୍କ ସ୍ଥାନରେ ଯତୀନ ମହାନ୍ତି ହୋଇଛନ୍ତି ସଭାପତି । ରଶ୍ମିରଂଜନଙ୍କୁ ଦାୟିତ୍ୱ ମୁକ୍ତ କରାଯାଇଥିବା ବିଜେପି ପକ୍ଷରୁ ଆଜି ପ୍ରେସ ବିବୃତି ଦିଆଯାଇଛି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଦାୟିତ୍ୱ ଦିଆଯାଇଛି । ତେବେ ସେ ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଦାୟିତ୍ୱ ମୁକ୍ତ କରାଯାଇଥିବା ନେଇ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking