31.1 C
Bhubaneswar
Tuesday, July 2, 2024
Homeଦେଶ ବିଦେଶଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏ ବର୍ଷା ଲାଗି ରହିବ।ଆଗାମୀ ୩ ଘଣ୍ଟା ପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ। ଏସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking