କୁହୁଡି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଉପକୂଳ ଓଡିଶାର ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ସକ୍ରିୟ ରହିଛି। ଏଥିପାଇଁ ଉପକୂଳ ଏବଂ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି। ଘନ କୁହୁଡି ନେଇ ଶନିବାର ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା , କଟକ ,ଜଗସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର , ନୟାଗଡ, ଗଞ୍ଜାମ , ଗଜପତି, ରାୟଗଡା , କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଘନ କୁହୁଡି … Continue reading କୁହୁଡି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ