30.6 C
Bhubaneswar
Tuesday, July 21, 2026
Homeଓଡିଶାଉତ୍ତର ଓ ପଶ୍ଚିମ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର ଓ ପଶ୍ଚିମ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଲଗାଣ ବର୍ଷା ଯୋଗୁଁ ନଦୀନାଳ ଫୁଲିବା ସହ ଚାଷ ଜମିରେ ପାଣି ଜମି ରହିଛି । ବିଶେଷ କରି ପୁରୀ ଜିଲ୍ଲା କାକଟପୁର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି । ଫଳରେ ଚାଷୀଙ୍କ ଚିନ୍ତା ବଢ଼ିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି । ଆଜି ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପ୍ରଶାସନ ପକ୍ଷରୁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଅନବରତ ବର୍ଷାର ପ୍ରଭାବରେ ବହୁ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ଦେଖାଦେଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking