27.1 C
Bhubaneswar
Sunday, June 30, 2024
Homeଓଡିଶାବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷ କରି ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ାରେ , ମାଲକାନଗରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ୨୮ ତାରିଖର ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୯ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼, ଝାସୁରୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking