26.1 C
Bhubaneswar
Tuesday, September 17, 2024
Homeଓଡିଶାବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking