28.1 C
Bhubaneswar
Saturday, May 11, 2024
Homeବ୍ରେକୀଙ୍ଗ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡା । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି । ଗତ କିଛିଦିନ ଧରି ପାଗ ଶୁଖିଲା ରହିବା ପରେ ଏବେ ପୁଣି ବର୍ଷା ହେବାର ଆଶଙ୍କା ସୃଷ୍ଟି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking