29.1 C
Bhubaneswar
Wednesday, May 8, 2024
Homeଓଡିଶାପ୍ରବଳ ବର୍ଷା ନେଇ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking