32.1 C
Bhubaneswar
Friday, April 26, 2024
Homeଓଡିଶା୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଝଡବର୍ଷା ଓ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଂଗପୁର, ରାୟଗଡା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଂଜାମ, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ ଜିଲ୍ଲା ରହିଛି । ସେତିକି ଜରୁରୀ କାମ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ସୁରକ୍ଷିତ ସହ ରହିବା ସହ ଗୃହପାଳିତ ପଶୁଙ୍କ ପ୍ରତି ନଜର ରଖିବାକୁ ବି କୁହାଯାଇଛି । ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବାରୁ ଲୋକେ ସାମାନା ଆଶ୍ୱସ୍ତି ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking