28.1 C
Bhubaneswar
Saturday, April 20, 2024
Homeଓଡିଶା୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଝଡବର୍ଷା ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ, ରାୟଗଡା ଜିଲ୍ଲା ସାମିଲ ରହିଛି । ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ରାଜ୍ୟରେ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ନିସ୍ତାର ।  ଘଡଘଡି, ବଜ୍ରପାତ ସହ ଝଡବର୍ଷା ସମ୍ଭାବନା ନେଇ ସତର୍କ ରହିବାକୁ ପରାମର୍ଶ । ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢୁଛି । ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି । ଏହାରି ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ଆକଳନ କରାଯାଇଛି ।  ବଜ୍ରପାତ ସହ ଏହି ସବୁ ଜିଲ୍ଲାରେ ଆଜି ବର୍ଷା ହୋଇପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking