25.1 C
Bhubaneswar
Saturday, December 6, 2025
Homeଓଡିଶାଛାତ୍ରୀ ଓ ମହିଳା ସୁରକ୍ଷା ପାଇଁ ଯୁବ ଛାତ୍ର ଆନ୍ଦୋଳନ ସଫଳ ହେଲା: ବିଜେଡି

ଛାତ୍ରୀ ଓ ମହିଳା ସୁରକ୍ଷା ପାଇଁ ଯୁବ ଛାତ୍ର ଆନ୍ଦୋଳନ ସଫଳ ହେଲା: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବାରୁ ଛାତ୍ରୀ ଓ ମହିଳାମାନେ ନିଜ ସୁରକ୍ଷିତ ମଣୁନାହାଁନ୍ତି। ଆଜି ଜଣେ ମହିଳା ଦିନ ଦ୍ୱିପ୍ରହରରେ ରାଜ୍ୟର କୌଣସି ସ୍ଥାନକୁ ନିର୍ଭୟରେ ଯବି ।କୁ ଭୟ କରୁଛି। ଏ ସରକାର ଆସିବାର ଏକ ବର୍ଷ ମଧ୍ୟରେ ୩୦୫୪ରୁ ଉର୍ଦ୍ଧ୍ୱ ନାରୀ ନିର୍ଯାତନା ମାମଲା ରୁଜୁ ହେବା ଓ ପ୍ରତିଦିନ ୧୫ଜଣ ମହିଳା ଧର୍ଷଣ ଶୀକାର ହେବା ବିରୋଧରେ ଆଜି ବିଜୁ ଜନତା ଦଳ ତରଫରୁ ଡାକରା ଦିଆଯାଇଥିବା ଆନ୍ଦୋଳନକୁ ସମସ୍ତ କ୍ୟାମ୍ପସର ଛାତ୍ରଛାତ୍ରୀଙ୍କ ସହିତ ଅଭିଭାବକମାନଙ୍କ ସମର୍ଥନ ଓ ରାଜ୍ୟ କର୍ମକର୍ତ୍ତା, ଜିଲ୍ଲାର କର୍ମକର୍ତ୍ତାଙ୍କ ଅକ୍ଳାନ୍ତ ପରିଶ୍ରମରେ ଆନ୍ଦୋଳନ ସଫଳ ହୋଇଥିବାରୁ ସମସ୍ତଙ୍କୁ ରାଜ୍ୟ ଯୁବ ବିଜୁ ଜନତା ଦଳ ସଭାପତି ଶ୍ରୀ ବ୍ୟୋମକେଶ ରାୟ ଓ ରାଜ୍ୟ ଛାତ୍ର ବିଜୁ ଜନତା ଦଳର ସଭାପତି ଶ୍ରୀ ଦେବୀ ରଂଜନ ତ୍ରିପାଠୀ ଧନ୍ୟବାଦ ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking