26.1 C
Bhubaneswar
Wednesday, February 4, 2026
Homeଓଡିଶାଜଙ୍ଗଲରେ ଝୁଲୁଛି ଯୁବତୀଙ୍କ ମୃତଦେହ

ଜଙ୍ଗଲରେ ଝୁଲୁଛି ଯୁବତୀଙ୍କ ମୃତଦେହ

କନ୍ଧମାଳ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ lଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲ ରାସ୍ତା ଦେଇ ଯାଉଥିବା ବେଳେ ଗଛରେ ଝୁଲନ୍ତା ମୃତ ଶରୀର କୁ ଦେଖି ସଙ୍ଗେ ସଙ୍ଗେ ପୋଲିସକୁ ଜଣାଇଥିଲେ l ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି, ସେ ନେଇ ବାଲିଗୁଡ଼ା ପୋଲିସ ଅଧିକ ଛାନଭିନ କରୁଥିବା ଜଣାପଡିଛି। ଏ ପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ଘଟଣାକୁ ନେଇ ଅଞ୍ଚଳରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking