କଟକ: ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ଚାଉଳିଆ ଗଞ୍ଜ ଥାନା ନଦୀକୂଳ ସାହିରୁ ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ।ରମ୍ଭ କରିଛି । ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।








