31.1 C
Bhubaneswar
Monday, May 4, 2026
Homeଓଡିଶାଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ଚାଉଳିଆ ଗଞ୍ଜ ଥାନା ନଦୀକୂଳ ସାହିରୁ ମୃତଦେହ  ଉଦ୍ଧାର ହୋଇଛି । ମୃତ୍ୟୁର  କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ  ପୋଲିସ ପହଞ୍ଚି  ତଦନ୍ତ ।ରମ୍ଭ କରିଛି । ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking