28.9 C
Bhubaneswar
Thursday, April 9, 2026
Homeଓଡିଶାଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ବାରିପଡ଼ାରୁ ସାମ୍ନାକୁ ଆସିଛି ଏକ ହୃଦୟବିଦାରକ ଘଟଣା। ଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ୨୩ ନଂ ୱାର୍ଡ କଲୋନୀ ସାହି ଭଡ଼ା ଘରୁ ଉଦ୍ଧାର କରାଯାଇଛି। ଯୁବତୀ ଜଣଙ୍କ ଖୁଣ୍ଟା ଥାନା ଅସ୍ତଝରଣ ଗାଁର ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛିଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking